Ardhangini cover art

Ardhangini

Preview
Try Premium Plus free
Pick 1 audiobook a month from our unmatched collection - including bestsellers and new releases.
Unlimited access to our all-you-can-listen catalogue of 15K+ audiobooks and podcasts
Access exclusive sales and deals.
£8.99/month after 30 days. Renews automatically.

Ardhangini

By: ସଦାନନ୍ଦ ତ୍ରିପାଠୀ
Narrated by: କରୁଣାକର
Try Premium Plus free

£8.99/month after 30 days. Renews automatically. See here for eligibility.

Buy Now for £11.99

Buy Now for £11.99

About this listen

ସେ କଥା କହନ୍ତି ଯେପରି, ଲେଖନ୍ତି ବି ସେହିପରି। ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ କହୁଥିବା କାହାଣୀର ପରିପାର୍ଶ୍ଵ ସହ ଆକ୍ଷରିକ ଭାବେ ନିଜକୁ ସାମିଲ୍‍ କରିଥାନ୍ତି। ତେଣୁ ତାଙ୍କର ଅନୁଭୂତି, ଉପଲବ୍ଧି ଓ ଅନ୍ତର୍ଦୃଷ୍ଟି ଯେତେବେଳେ ଗଳ୍ପରେ ରୂପାୟିତ ହୁଏ, ତାହା ପାଠକକୁ ଆଶାତୀତ ସ୍ୱାଦ ଓ ଆବେଗ ଯୋଗାଇବାର ସାମର୍ଥ୍ୟ ରଖେ। ଓଡ଼ିଶାର ମାଟି, ପାଣି, ପବନ ସହିତ ଏକାତ୍ମ ଏ ଗାଳ୍ପିକଙ୍କ ଗଳ୍ପରେ ରୂପାୟିତ ସ୍ଥାନ ଓ ଘଟଣା ଏବଂ ଚରିତ୍ରସବୁ ନିହାତି ଚିହ୍ନାଚିହ୍ନା ଲାଗନ୍ତି। ଏହି ସଂକଳନରେ ସ୍ଥାନିତ ଗଳ୍ପଗୁଡ଼ିକରେ ଭିନ୍ନଭିନ୍ନ ପରିବେଶ ଓ ପରିସ୍ଥିତିର ଜଣେଜଣେ ଅର୍ଦ୍ଧାଙ୍ଗିନୀଙ୍କୁ ଭେଟିବେ ପାଠକେ ଏବଂ ଅନୁଭବ କରିପାରିବେ ଲେଖକଙ୍କ ଅକୃତ୍ରିମ ଓ ଅନନ୍ୟ ଅନୁଧ୍ୟାନର ଅପୂର୍ବ ଅନ୍ଦାଜ୍‍କୁ।©2021 Storyside IN (P)2021 Storyside IN Genre Fiction Literary Fiction
No reviews yet