Dui Diganta cover art

Dui Diganta

Preview

Get 30 days of Standard free

£5.99/mo after trial. Cancel monthly.
Try for £0.00
More purchase options

Dui Diganta

By: ଗୌରହରି ଦାସ
Narrated by: Subrat Kumar Pati
Try for £0.00

£5.99 a month after 30 days. Cancel anytime.

Buy Now for £11.18

Buy Now for £11.18

2000 ମସିହାରେ ବରିଷ୍ଠ ଲେଖକ ଗୌରହରି ଦାସ ଦ୍ଵିତୀୟ ଥର ପାଇଁ ଆମେରିକା ଯାଇଥିଲେ ଓ ଭାରତ ଫେରିବା ବାଟରେ କିଛିଦିନ ସ୍ୱିଡ଼େନ ଭ୍ରମଣ କରିଥିଲେ। 'ଦୁଇ ଦିଗନ୍ତ' ପୁସ୍ତକଟି ତାଙ୍କର ଏହି ଦୁଇ ଦେଶ ଭ୍ରମଣର ଅନୁଭୂତି। ଆମେରିକା ପୃଥିବୀର ସବୁଠୁ ଶକ୍ତିଶାଳୀ ଦେଶ ହୋଇଥିବାବେଳେ ସୁଇଡେନର ସାଧାରଣ ଜୀବନଯାପନ ପ୍ରଣାଳୀ ସବୁଠାରୁ ଉନ୍ନତ। ଏ ଦେଶରେ କଳା, ସଂଗୀତ, ସାହିତ୍ୟ, ସ୍ଥାପତ୍ୟ ଓ ଭାସ୍କର୍ଯ୍ୟକୁ ଯେଉଁଭଳି ଗୁରୁତ୍ୱ ପ୍ରଦାନ କରାଯାଏ ତାହା ବାସ୍ତବିକ ଉଲ୍ଲେଖନୀୟ। ଆମେରିକା ଓ ସୁଇଡେନରେ ଲେଖକଙ୍କ ଅଭିଜ୍ଞତା ସହ ଦୁଇ ଦେଶର ସାମାଜିକ ଓ ସାଂସ୍କୃତିକ ବୈଶିଷ୍ଟ୍ୟକୁ ନେଇ ରଚିତ 'ଦୁଇ ଦିଗନ୍ତ' ଶୁଣିବାଭଳି ଏକ ଭ୍ରମଣକାହାଣୀ!©2021 Storyside IN (P)2021 Storyside IN Literary History & Criticism Social Sciences
adbl_web_anon_alc_button_suppression_c
No reviews yet