Prema Aprema cover art

Prema Aprema

Preview
Try Premium Plus free
Pick 1 audiobook a month from our unmatched collection - including bestsellers and new releases.
Unlimited access to our all-you-can-listen catalogue of 15K+ audiobooks and podcasts
Access exclusive sales and deals.
£8.99/month after 30 days. Renews automatically.

Prema Aprema

By: ଜଗଦୀଶ ମହାନ୍ତି
Narrated by: ପ୍ରକାଶ ରାଉତ
Try Premium Plus free

£8.99/month after 30 days. Renews automatically. See here for eligibility.

Buy Now for £11.99

Buy Now for £11.99

About this listen

ଜଗଦୀଶ ମହାନ୍ତି ଓଡ଼ିଆ କଥାସାହିତ୍ୟର ପରୀକ୍ଷାଗାରରେ ଜଣେ ନିଷ୍ଠାପର ବୈଜ୍ଞାନିକ। ନାନା ଖୋଳ୍‌ତାଡ୍‌, କସରତ୍‌, କାରିଗରୀରେ ଭରା ତାଙ୍କ ଗଳ୍ପର ଗମ୍ଭିରୀ ଘର। ବିଶେଷକରି ପ୍ରେମଗଳ୍ପ ରଚନାରେ ସେ ତାଙ୍କ ଅଦ୍ୱିତୀୟ ଅନୁଶୀଳନ ଓ ଶିଳ୍ପୀପ୍ରବଣତାର ପରିଚୟ ଦେଇଛନ୍ତି। 'ପ୍ରେମ ଅପ୍ରେମ' ବହିରେ ରହିଛି ଶ୍ରୀ ମହାନ୍ତିଙ୍କର କିଛି ପ୍ରତିନିଧିସ୍ଥାନୀୟ ପ୍ରେମଗଳ୍ପ, ଯାହା ପ୍ରେମଭୁକ୍ ପାଠକ ଓ ସାହିତ୍ୟପ୍ରେମୀଙ୍କୁ ପ୍ରେମମନସ୍କ କରିବାକୁ ବାଧ୍ୟ। ଏ ବହିର ସବୁଯାକ ଗଳ୍ପ ଆପଣଙ୍କୁ ଆଚ୍ଛନ୍ନ କରିରଖିବ - ଏଥିରେ ସନ୍ଦେହ ନାହିଁ।©2021 Storyside IN (P)2021 Storyside IN Romantic Suspense
No reviews yet